Masthead

ଭିଜିଲାନ୍ସ ଜାଲରେ ସବ୍ ରେଜିଷ୍ଟାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ସବ୍ ରେଜିଷ୍ଟାର । ନୟାଗଡ଼ ଜିଲ୍ଲା ସବ୍ ରେଜିଷ୍ଟାର ଶାଶ୍ୱତ ପଟ୍ଟନାୟକଙ୍କ ଘରେ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ ହୋଇଛି । ଏକସଙ୍ଗେ ୬ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ନୟାଗଡ଼ ସ୍ଥିତ ଭଡ଼ା ଘର, ଅଫିସରେ ଯାଂଚ କରୁଛି ଭିଜିଲାନ୍ସ । କେନ୍ଦ୍ରପଡ଼ା ଜିଲ୍ଲାରେ ପୈତୃକ ଓ ସମ୍ପର୍କୀୟଙ୍କ ୪ଟି ଘରେ ରେଡ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି