Masthead

ଲୋକସଭାରେ ଯେଉଁ ଘଟଣା ଘଟିଲା ତାହାର ସମ୍ପୂର୍ଣ୍ଣ ଯାଞ୍ଚ ଚାଲିଛି: ବାଚସ୍ପତି ଓମ୍ ବିର୍ଲ୍ଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ସଂସଦ ଭବନରେ ଦୁଇ ଯୁବକ ପଶିଯିବା ଘଟଣା । ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ଓମ୍ ବିର୍ଲ୍ଲା ସେ କହିଛନ୍ତି ଯେଉଁ ଘଟଣା ଶୂନ୍ୟକଳା ସମୟରେ ଘଟିଛି, ସେହି ଘଟଣାରେ ଲୋକସଭା ନିଜ ସ୍ଥରରେ ସମ୍ପୁର୍ଣ୍ଣ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ଦିଲ୍ଲୀ ପୋଲିସକୁ ମଧ୍ୟ ଅବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ, ଯାହା ଚିନ୍ତା ଥିଲା କି ସେ ଧୁଆଁ କ’ଣ ଥିଲା ? ତାହା ପ୍ରରମ୍ଭିକ ତଦନ୍ତରେ ସାଧାରଣ ଧୁଆଁ ବୋଲି ଜଣାପଡିଛି । ତେଣୁ ଧୁଆଁକୁ ନେଇ କିଛି ଚିନ୍ତା କରିବାର ଆବଶ୍ୟକତା ନାହିଁ କହିଛନ୍ତି ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା