Masthead

ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ହେବ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବୃଆରୀ ୨୦ ମ୍ୟାଟ୍ରିକ ପରୀକ୍ଷା । ପରୀକ୍ଷା ସୂଚୀ ନେଇ ବୋର୍ଡ ପକ୍ଷରୁ ସୂଚନା । ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ହେବ ପରୀକ୍ଷା । ମାର୍ଚ୍ଚ ୧୫ରେ ହେବ ଖାତା ଦେଖା । ଏ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ।୧୯୯୧ କେନ୍ଦ୍ରରେ ହେବ ପରୀକ୍ଷା । ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ ପରୀକ୍ଷା ହେବ । ୨୬ରେ ମ୍ୟାଥ୍ ପରୀକ୍ଷା ଦେବେ ପରୀକ୍ଷାର୍ଥୀ ।

ସେହିପରି ୨୮ରେ ହୀନ୍ଦି ଓ ସଂସ୍କୃତ ପରୀକ୍ଷା ହେବ । ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ହେବ ନେଇ ସୂଚନା ଦେଇଛି ବୋର୍ଡ ।ଗୋଟିଏ ସିଟିଂରେ ହେବ ସମସ୍ତ ପରୀକ୍ଷା । ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ଦିଆଯିବ । ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ