Masthead

ଆଜି ଭାରତ-ଦକ୍ଷିଣ ଆଫ୍ରିକା ୩ୟ ଟି-୨୦, ମ୍ୟାଚ୍ ବରାବର ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଦକ୍ଷିଣ ଆଫ୍ରିକା ୩ୟ ଟି-୨୦ ମ୍ୟାଚ । ଜୋହାନସବର୍ଗରେ ଖେଳାଯିବ ଏହି ମ୍ୟାଚ । ମ୍ୟାଚଟି ଭାରତ ପାଇଁ ‘କର ବା ମର’ ସ୍ଥିତି ହୋଇଛି । ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁଁ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ମୁକାବିଲାକୁ ଜିତିଥିଲା ଘରୋଇ ଦଳ । ବିଜୟ ସହ ଦକ୍ଷିଣ ଅଫ୍ରିକା ୧-୦ରେ ଆଗରେ ରହିଛି । ସିରିଜ୍ ବଞ୍ଚାଇବାକୁ ହେଲେ, ଭାରତକୁ ଆଜି ମ୍ୟାଚ୍ କୌଣସି ପରିସ୍ଥିତିରେ ଜିତିବାକୁ ପଡ଼ିବ ।

ଦ୍ୱିତୀୟ ମ୍ୟାଚରେ ରିଙ୍କୁ ସିଂହ ଓ ଅଧିନାୟକ ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁଁ ଭାରତ ୧୮୦/୭ କରିଥିଲେ ମଧ୍ୟ ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଘରୋଇ ଦଳକୁ ଡିଲ୍‌ଏସ୍‌ରେ ୧୫ ଓଭରରେ ୧୫୨ରନ୍‌ ଲକ୍ଷ୍ୟ ଦିଆଯାଇଥିଲା। ତେବେ ଘରୋଇ ଦଳ ଏହାକୁ ୧୩.୫ ଓଭରରେ ହାସଲ କରିନେବାରୁ ଭାରତକୁ ଶେଷ ମ୍ୟାଚ୍‌ ଜିତିବା ଅପରିହାର୍ଯ୍ୟ ହୋଇଯାଇଛି। ବିଶେଷକରି ବୋଲରମାନେ ବ୍ୟୟବହୁଳ ହୋଇଥିବାରୁ ଭାରତକୁ ଏହି ମ୍ୟାଚ୍‌ ହାତଛଡ଼ା କରିବାକୁ ପଡ଼ିଥିଲା। ଆଜି ମ୍ୟାଚରେ ଭାରତ ପାଇଁ ‘କର ବା ମର’ ସ୍ଥିତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା