Masthead

ରାୟଗଡା କାଶୀପୁରରେ ମାଓ ପୋଷ୍ଟର ଓ ବ୍ୟାନର

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): କାଶୀପୁରରେ ମାଓ ପୋଷ୍ଟର ଓ ବ୍ୟାନର । କାଶୀପୁର ବ୍ଲକ ମାଣ୍ଡିବିଶି ଠାରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି । ମାଣ୍ଡିବିଶି ଗାଁ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ଏକ ଗଛରେ ଦୁଇଟି ପୋଷ୍ଟର ଓ ବ୍ୟାନର ଲାଗିଛି । ପୋଷ୍ଟରରେ ସିଜିମାଳି, କୁଟ୍ରୁମାଳି ଓ ମାଞ୍ଜୀଙ୍ଗମାଳି ଖଣି ଖନନକୁ ବିରୋଧ କରିଛନ୍ତି ମାଓବାଦୀ । ଏଥିସହ ପୋଷ୍ଟରରେ ଖଣି ଖନନ ପାଇଁ କାମ କରୁଥିବା ଦଲାଲ ମାନଙ୍କୁ କାମ ଛାଡ଼ିବାକୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ