Masthead

ରାଜ୍ୟସଭାରୁ ନିଲମ୍ବିତ ହେଲେ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାରୁ ନିଲମ୍ବିତ ହେଲେ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ । ତୃଣମୂଳ କଂଗ୍ରେସ ସାଂସଦ ଡେରେକ ଓ’ବ୍ରାୟନଙ୍କୁ ସଂସଦର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରାଯାଇଛି । ସଦନ କାର୍ୟ୍ୟରେ ବାଧା ଦେଉଥିବା ଅଭିଯୋଗରେ ପୂରା ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି । ବୁଧବାର ଲୋକସଭା ସୁରକ୍ଷାରେ ହୋଇଥିବା ତ୍ରୁଟି ପରେ ଗୁରୁବାର ଦିନ ପୁଣି ସଂସଦୀୟ କାର୍ୟ୍ୟ ଆରମ୍ଭ ହୋଇଥିଲା । ରାଜ୍ୟସଭା କାର୍ୟ୍ୟରେ ବାଧା ଦେବାକୁ ଚେଷ୍ଟା କରୁଥିଲେ ଡେରେକ ଓ’ବ୍ରାୟନ । ତେଣୁ ତାଙ୍କୁ ସଂସଦର ଶୀତକାଳୀନ ଅଧିବେଶନରୁ ନିଲମ୍ବନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ