ଲୋକସଭାରେ ହୋ ହାଲ୍ଲା, ୫ କଂଗ୍ରେସ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଟିଏମସି ସାଂସଦ ଡେରେକ ଓ’ବ୍ରାୟନ ରାଜ୍ୟସଭାରୁ ନିଲମ୍ବିତ ହେବା ପରେ ଏବେ ଲୋକସଭାରୁ ୫ ଜଣ କଂଗ୍ରେସ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଲୋକସଭାରେ ହୋ ହାଲ୍ଲା କରିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ନିଲମ୍ବିତ ହୋଇଥିବା ୫ କଂଗ୍ରେସ ସାଂସଦଙ୍କ ମଧ୍ୟରେ ଏସ୍ ଜୋଥିମଣୀ, ଟିଏନ ପ୍ରତାପନ, ରମ୍ୟା ହରିଦାସ, ହିବି ଇଡେନ ଓ ଡିନ୍ କୁରିଆକୋସ ରହିଛନ୍ତି ।  ଶୀତକାଳୀନ ଅଧିବେଶନରୁ ସେମାନଙ୍କୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’