Masthead

ଶ୍ରୀକୃଷ୍ଣ ଜନ୍ମଭୂମି ବିବାଦ, ଶାହୀ ଇଦଗାହ ମସଜିଦରେ ସର୍ଭେକୁ ଅନୁମତି ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମି ବିବାଦ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଶାହି ଇଦଗାହ ମସଜିଦ କମ୍ପ୍ଲେକ୍ସ ସର୍ଭେକୁ ଅନୁମତି ଦେଲେ ଆହ୍ଲାବାଦ ହାଇକୋର୍ଟ । ଶ୍ରୀକୃଷ୍ଣ ଜନ୍ମଭୂମି ନିକଟରେ ଥିବା ଶାହି ଇଦଗାହ କମ୍ପ୍ଲେକ୍ସର ଏଏସଆଇ ସର୍ଭେ କରିବାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ହାଇକୋର୍ଟ । କୋର୍ଟ ତରଫରୁ ଶାହୀ ଇଦଗାହ ପରିସରର ସର୍ଭେ ପାଇଁ କୋର୍ଟଙ୍କ ତତ୍ୱାବଧାନରେ ଏକ ଆଡଭୋକେଟ କମିଶନର ନିଯୁକ୍ତି ଆବେଦନକୁ ସ୍ୱୀକାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା