Masthead

ଡାକ୍ତରଙ୍କ ଅବହେଳା ନେଲା ଜୀବନ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରସୂତି ମୃତ୍ୟୁକୁ ନେଇ ଉତ୍ତେଜନା । ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ମୃତ ମହିଳାଙ୍କ ପରିବାର ଲୋକଙ୍କ ଉତ୍ତେଜନା । ପ୍ରସବ ବାବଦରେ ଡାକ୍ତର ଦିଲ୍ଲୀପ କୁମାର ପାତ୍ର ଟଙ୍କା ମାଗିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଟଙ୍କା ନଦେବାରୁ ଅସ୍ତ୍ରୋପଚାରରେ ଅବହେଳା କରିଥିବା ସୂଚନା । ବୁଧବାର ରାତିରେ ଅସ୍ତ୍ରୋପଚାର କରି ପ୍ରସବ କରାଇଥିଲେ ଡ଼ ଦିଲ୍ଲୀପ ପାତ୍ର । ଅସ୍ତ୍ରୋପଚାର ପୂର୍ବରୁ ୬ ହଜାର ଟଙ୍କା ମାଗିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଉତ୍ତେଜନାକୁ ଦୃଷ୍ଟିରେ ରଖି ହସ୍ପିଟାଲ ପରିସରରେ ପୋଲିସ ମୁତୟନ କରାଯାଇଛି । ମୃତ ମହିଳା ଜଣଙ୍କ ହେଉଛନ୍ତି ଇକିଡା ଗ୍ରାମର ଝୁନି ନାଏକ । ମେଡିକାଲ ଆଗରେ ଶବ ରଖି ଧାରଣା ଦେଇଛନ୍ତି ଲୋକ । ପ୍ରସବ ପରେ ଝୁନୁଙ୍କ ଅବସ୍ଥା ଗୁରୁତର ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା