Masthead

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜସ୍ଥାନରେ ଭଜନ ରାଜ୍ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବରେ ଦିୟା କୁମାରୀ ଏବଂ ପ୍ରେମ ଚାନ୍ଦ ବେୟାରୱା ମଧ୍ୟ ଶପଥ ନେଲେ । ଶପଥ ପାଠ କରାଇଲେ ରାଜ୍ୟପାଳ କଲରାଜ ମିଶ୍ର । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ । ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି