Masthead

ଦକ୍ଷିଣ ଗାଜାରେ ଇସ୍ରାଏଲର ରକେଟ ମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ତେଜିଲା ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ । ଦକ୍ଷିଣ ଗାଜାରେ ଜାତିସଂଘ ଦ୍ୱାରା ପରିଚାଳିତ ସ୍କୁଲ ଏବଂ ରେସିଡେନ୍ସ ଏରିଆରେ ରକେଟ ମାଡ କରିଛି ଇସ୍ରାଏଲ । ଆକ୍ରମଣ ପାଇଁ ଟେଲିକମ୍ୟୁନିକେସନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ପାଲେଷ୍ଟାଇନ ପକ୍ଷରୁ ଯୋଗାଯାଉଥିବା ଯୋଗାଯୋଗ ସେବା ସମ୍ପୂର୍ଣ୍ଣ ଠପ୍ ହୋଇଛି । ଯୋଗାଯୋଗ ବ୍ୟାହତ ଯୋଗୁଁ ରେସକ୍ୟୁ ମିଶନରେ ବାଧା ସୃଷ୍ଟି ହୋଇଛି । ଏହି ଯୁଦ୍ଧ ଆରମ୍ଭ ହେବାଠାରୁ ୧୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ଇସ୍ରାଏଲର ୪୫୦ ଜଣ ଯବାନଙ୍କ ମୃତ୍ୟୁ ହୋଇଛି । ସେପଟେ ୬୦ ଘଣ୍ଟା ଧରି ଜେନିନରେ ଚାଲିଥିବା ଅପରେସନର ଅନ୍ତ ହୋଇଛି । ଇସ୍ରାଏଲର ଏହି ଅପରେସନରେ ୧୧ ଜଣ ପାଲେଷ୍ଟାଇନବାସୀଙ୍କ ମୃତ୍ୟୁ ହୋଇଛି । ଗାଜା ଓ ଇଜିପ୍ଟ ସୀମା ନିକଟରେ ମଧ୍ୟ ଇସ୍ରାଏଲ ସେନା ଆକ୍ରମଣ କରିଛି । ଏହି ଆକ୍ରମଣରେ ଏକାଧିକ ଫଟୋ ସାମ୍ବାଦିକ ଗୁରୁତର ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା