ଓଡ଼ିଶାରେ କାଶ୍ମୀର ଆତଙ୍କୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସଟିଏଫ କବଜ୍ଜାରେ କାଶ୍ମୀରର ସନ୍ଦୀଗ୍ଧ ଆତଙ୍କୀ । ଯାଜପୁର ଧର୍ମଶାଳାରୁ ସୟିଦ ଇଶାନ ବୁଖାରୀକୁ ଗିରଫ କଲା ଏସଟିଏଫ । ଠକେଇ ଓ ଦେଶ ବିରୋଧୀ ତତ୍ତ୍ୱ ସହ ଲିଙ୍କ୍‌ ଅଭିଯୋଗରେ ଗିରଫ କରିଛି ପୋଲିସ । ଅଭିଯୁକ୍ତଠାରୁ ଶହେରୁ ଊର୍ଦ୍ଧ୍ୱ ଡକ୍ୟୁମେଣ୍ଟ ଜବତ କଲା ଏସଟିଏଫ । ନିଜକୁ ପିଏମଓ ଅଧିକାରୀ ଏନଆଇଏ ଅଧିକାରୀଙ୍କ ନିକଟତମ କହୁଥିଲା ।

ଅଭିଯୁକ୍ତ ବୁଖାରୀ ୬/୭ ଯୁବତୀଙ୍କୁ ବିବାହ କରିଥିବା ସୂଚନା ରହିଛି । କାଶ୍ମୀର, ୟୁପି, ମହାରାଷ୍ଟ୍ର ଓ ଓଡ଼ିଶାର ଯୁବତୀଙ୍କୁ ବାହା ହୋଇଥିଲା । ବିଭିନ୍ନ ୱେବସାଇଟ୍ ଓ ଆପ୍‌ରେ ମଧ୍ୟ ଯୁବତୀଙ୍କ ସହ ସଂପର୍କ ରଖିଥିଲା । କେରଳର କିଛି ସନ୍ଦୀଗ୍ଧ ଓ ପାକିସ୍ତାନୀଙ୍କ ସହ ବି ଯୋଗାଯୋଗରେ ଥିଲା ସୟିଦ । ଠକେଇ ମାମଲାରେ କାଶ୍ମୀର ପୋଲିସର ୱାଣ୍ଟେଡ୍‌ ତାଲିକାରେ ଥିଲା ସୟିଦଙ୍କ ନାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ