Masthead

ମାଆ ତାରା ତାରିଣୀଙ୍କ ପୀଠରେ ନିଆଁ

ଗଞ୍ଜାମ  (ବଡ଼ ଖବର ବ୍ୟୁରୋ): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ନିଆଁ । ମା’ଙ୍କ ଦୀପ ଘରେ ନିଆଁ ଲାଗିଯାଇଛି । ବିଳମ୍ବିତ ରାତିରେ ଅଖଣ୍ଡ ଦୀପରୁ ଅଗ୍ନିକାଣ୍ଡ ଘଟିଥିଲା । ନିଆଁରେ ଦୀପ ଘରେ ଥିବା କାଠ ପୋଡି ପାଉଁଶ ହୋଇଯାଇଛି । ତେବେ ଖବର ପାଇ ଅଗ୍ନିଶମ ଟିମ୍ ଆସି ନିଆଁକୁ ଆୟତ କରିଛି । ପଥରରେ ମନ୍ଦିରର ଘର ତିଆରି ହୋଇଥିବାରୁ ନିଆଁ ବିଶେଷ ଭାବେ ଆଗକୁ ବଢି ପାରିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା