ପୁରୀ ସାକ୍ଷୀଗୋପାଳ ମନ୍ଦିରରୁ ଚୋରି

ପୁରୀ (ବଡ଼ ଖବର ବ୍ୟୁରୋ):ସାକ୍ଷୀଗୋପାଳ ମନ୍ଦିରରୁ ଲୁଟ୍ । ମଦନମୋହନଙ୍କ ହୁଣ୍ଡିରୁ ଚୋରି ହୋଇଛି । ଦାନ ବାକ୍ସ ସମେତ ୨୫ ଲକ୍ଷ ଟଙ୍କାର ସୁନା ରୁପା ଅଳଙ୍କାର ଲୁଟ ହୋଇଛି । ଅଳଙ୍କାର ସମେତ ସିସିଟିଭି ମନିଟରକୁ ମଧ୍ୟ ଉଠାଇ ନେଇଛନ୍ତି ଦୁବୃର୍ତ୍ତ । ସାକ୍ଷୀଗୋପାଳ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’