Masthead

ଚିନ୍ତା ବଢାଉଛି ମହାମାରୀ ଡାଇରିଆ

ରାଉରକେଲା (ବଡ଼ ଖବର ବ୍ୟୁରୋ) ଚିନ୍ତା ବଢ଼ାଇଲାନି ଡାଇରିଆ । ରାଉରକେଲାରେ ବଢୁଛି ଡାଇରିଆ ରୋଗୀଙ୍କ ମୃତ୍ୟୁ ସଂଖ୍ୟା । ଚଳିତ ମାସ ୧୦ ତାରିଖରୁ ଆଜି ପର୍ଯ୍ୟନ୍ତ ୧୪୪ ଜଣ ରୋଗୀ ଚିହ୍ନଟ ହେବା ସହ ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ରୋଗୀ ସଂଖ୍ୟା ବଢିବା ସହ ମୃତୁ ସଂଖ୍ୟା ୭ରେ ପହଞ୍ଚିଛି । ଅନ୍ୟ ଜଣେ ମୃତକ ହେଉଛନ୍ତି, ସେକ୍ଟର ୨୧ର ସରୋଜିନୀ ଖଣ୍ଡାଇତ । ସରକାରୀ ହସ୍ପିଟାଲରେ କେବଳ ୧୦୦ରୁ ଅଧିକ ରୋଗୀ ଚିକିତ୍ସାଧୀନ ଥିବା ଜଣାପଡିଛି । ଦିନକୁ ଦିନକୁ ସ୍ଥିତି ବିଗୁଡ଼ୁଥିବାରୁ ସଂକ୍ରମଣ ରୋକିବାକୁ ତତ୍ପର ହୋଇଛି ଉଭୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ । ରାଉରକେଲା ମହାନଗର ନିଗମ ପକ୍ଷରୁ ୧୨ଟି ସ୍ୱାସ୍ଥ୍ୟଟିମ୍ ଗଠନ କରାଯାଇଛି । ଚିକିତ୍ସିତ ହଉଥିବା ବ୍ୟକ୍ତି ମାନଙ୍କୁ ଦଳୀୟ ନେତା ମାନେ ଆସି ଭେଟିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାପାଳ ମଧ୍ୟ ନିଜେ ତଦନ୍ତ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ