Masthead

ନାଟମଣ୍ଡପର ଷ୍ଟାଟସ ରିପୋର୍ଟ ଦାଖଲ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ସଂପର୍କିତ ମାମଲା । ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲେ ଆମିକସ୍ କ୍ୟୁରି । ଆସନ୍ତା ୧୯ରୁ ୨୧ ମଧ୍ୟରେ ବୈଠକ ଡକାଯାଇଥିବା ସୂଚନା । ବୈଠକରେ ବିମ୍ ଡିଜାଇନ୍ ଓ ମରାମତି ପ୍ରଣାଳୀ ଆଲୋଚନା ହେବ । ନାଟମଣ୍ଡପର କାଠ ସିଲିଂ ଭାଙ୍ଗି ଦିଆଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । କାଠ ସିଲିଂ ଭାଙ୍ଗି ଜଗନ୍ନାଥ ମନ୍ଦିର ମ୍ୟୁଜିୟମରେ ସୁରକ୍ଷିତ ରଖାଯାଇଛି । ଜାନୁଆରୀ ୧୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ