Masthead

ଡିସେମ୍ବର ୨୦ରେ ଦିଲ୍ଲୀ ଯିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ପରେ ଦିଲ୍ଲୀ ଯିବେ କଂଗ୍ରେସ ନେତା । ବିଜେପି ପରେ କଂଗ୍ରେସକୁ ଆସିଲା ଦିଲ୍ଲୀରୁ ଡାକରା। ଆସନ୍ତା ୨୦ ତାରିଖରେ ଦିଲ୍ଲୀ ଯିବ ଓଡ଼ିଶା କଂଗ୍ରେସ। ରାହୁଲ ଗାନ୍ଧି, ମଲ୍ଲିକାରଜୁନ ଖଡଗେ, ସୋନିଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ନେବେ ରାଜ୍ୟ କଂଗ୍ରେସର ସ୍ଥିତିର ରିପୋର୍ଟ। ସମସ୍ତ ପଦାଧିକାରୀ ହେବେ ସାମିଲ। ୨୦ ତାରିଖରେ କେନ୍ଦ୍ର ନେତୃତ୍ଵଙ୍କ ସହ ଆଲୋଚନା କରିବେ ରାଜ୍ୟ ନେତୃତ୍ୱ। ଏଆଇସିସି ଅଧ୍ୟକ୍ଷ ଓ ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା କରିବେ। ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଓଡ଼ିଶା ପାଇଁ ନିମନ୍ତ୍ରଣ କରାଯିବ। ଆଗାମୀ ଦିନରେ ଦଳ କେଉଁ ରଣନୀତି ନେଇ ଲଢିବ ସେ ନେଇ ଦିଲ୍ଲୀରୁ ମନ୍ତ୍ରଣା ପରେ ସ୍ଥିର ହେବ ରଣନୀତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା