Masthead

ଲୋକସଭାରୁ ୩୩ ଓ ରାଜ୍ୟସଭାରୁ ୪୫ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ସଂସଦରେ ହଟ୍ଟଗୋଳ ଲୋକସଭାରୁ ନିଲମ୍ବିତ ହେଲେ ୩୩ ସାଂସଦ । ସେହିଭଳି ରାଜ୍ୟସଭାରୁ ମଧ୍ୟ ୪୫ ସାଂସଦ ନିଲମ୍ବିତ ହୋଇଛନ୍ତି । ହଟ୍ଟଗୋଳ କରିବା ଅଭିଯୋଗରେ ଉଭୟ ରାଜ୍ୟସଭା ଓ ଲୋକସଭାରୁ ସାଂସଦ ମାନଙ୍କୁ ନିଲମ୍ବିତ କରାଯାଇଛି । ଲୋକସଭା ସ୍ପିକର ଓମ ବିର୍ଲ୍ଲା ୩୩ ସାଂସଦଙ୍କୁ ସଂମ୍ପୂର୍ଣ୍ଣ ଅଧିବେଶନରୁ ନିଲମ୍ବିତ କରିଛନ୍ତି । ରାଜ୍ୟସଭାର ସଭାପତି ଜଗଦୀପ ଧନଖଡ ମଧ୍ୟ ୪୫ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି । ତେବେ ସେଥିରୁ ୧୧ ଜଣଙ୍କ ନାମ ଏଥିକ୍ସ କମିଟିକୁ ପଠାଯାଇଛି । ସଂସଦର ସୁରକ୍ଷା ପ୍ରସଙ୍ଗରେ ହଟ୍ଟଗୋଳ ହେତୁ ଶୁକ୍ରବାର ଲୋକସଭାରୁ ୧୩ ଜଣ ସାଂସଦ ଓ ରାଜ୍ୟସଭାରୁ ଜଣଙ୍କୁ ନିଲମ୍ବନ କରାଯାଇଥିଲା । ଆଜି ନିଲମ୍ବନ ହୋଇଥିବା ସାଂସଦଙ୍କ ମଧ୍ୟରେ ଅଧୀର ରଞ୍ଜନ ଚୌଧୁରୀ, ଦୟାନିଧି ମାରାନ, ଏ.ରାଜା ସୌଗତ ରାୟ ,ସପ୍ତଗିରି ଉଲାକାଙ୍କ ସମେତ ଅନେକ ସାଂସଦ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା