Masthead

ଚୀନରେ ଭୟଙ୍କର ଭୂମିକମ୍ପ, ୧୧୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚୀନ୍‌ରେ ଭୂକମ୍ପ, ୧୧୧ ମୃତ । ଉତ୍ତର-ପଶ୍ଚିମ ଚୀନ୍‌ରେ ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ତିବ୍ରତା ୬.୨ ଥିବା ରେକର୍ଡ ହୋଇଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି । ଭୁଶୁଡ଼ିଛି ବଡ଼ ବଡ଼ କୋଠା । ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି । ଗାନ୍‌ସୁ ଓ କିନଘାଇ ପ୍ରୋଭିନ୍ସ ସବୁଠୁ ଅଧିକ ପ୍ରଭାବିତ ଉତ୍ତର ପଶ୍ଚିମ ଚୀନରେ ଶକ୍ତିଶାଳୀ ଭୂମିକମ୍ପ ।

ଭୂମିକମ୍ପ ପ୍ରଭାବରେ ଆଇସଲ୍ୟାଣ୍ଡରେ ଆଗ୍ନେୟ ଉଦଗିରଣ ମଧ୍ୟ ହୋଇଛି । ବେଜିଂ ରାଜଧାନୀଠାରୁ ପ୍ରାୟ ୧୪୫୦ କିଲୋମିଟର ଦକ୍ଷିଣ-ପଶ୍ଚିମଦିଗରେ ଅବସ୍ଥିତ ପ୍ରାଦେଶିକ ରାଜଧାନୀ ଗାନ୍ସୁରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ