Masthead

ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ । ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜୁନିଅର କ୍ଲର୍କ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଛି । ଆୟ ବହିଭୂର୍ତ୍ତ ସଂପତ୍ତି ଠୁଳ ଅଭିଯୋଗରେ ରେଡ । ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ, ମୟୁରଭଞ୍ଜର ୯ଟି ସ୍ଥାନରେ ରେଡ ଚାଲିଛି । ସେପ୍ଟେମ୍ବରରେ ଉଭୟଙ୍କୁ ଗିରଫ କରିଥିଲା ସମ୍ବଲପୁର ପୋଲିସ । ବିଲ୍ଡିଂ ପ୍ଲାନ ପାଇଁ ଫେକ ଆପ୍ରୁଭାଲ୍ ଚିଠି ଇସୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ