Masthead

ଜମି ଅଧିଗ୍ରହଣକୁ ନେଇ ଆଦିବାସୀଙ୍କ ବିରୋଧ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ):ଅଶାନ୍ତ କଳିଙ୍ଗନଗର । ଜମି ଅଧିଗ୍ରହଣକୁ ନେଇ ଆଦିବାସୀଙ୍କ ବିରୋଧ । ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ବୀର ଭୂମି ଆମ୍ବଗାଡିଆ ଠାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଓପିଟିସିଏଲ ଜମି ଅଧିଗ୍ରହଣ କରୁଥିବା ବେଳେ ସ୍ଥାନୀୟ ଆଦିବାସୀମାନେ ବିରୋଧ କରିଛନ୍ତି । ଯାହାକୁ ନେଇ ପୋଲସି ସହ ଆଦିବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି । ଯେଉଁ ସ୍ଥାନରେ ଗୁଳି କାଣ୍ଡ ହେଇଥିଲା ସେହି ସ୍ଥାନରେ ପୋଲିସ ସହ ଆଦିବାସୀ ମୁହାଁମୁହିଁ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା