Masthead

ଦଳ ଯାହା ନିଷ୍ପତ୍ତି ନେବ ମୁଁ କରିବି: ଶିବରାଜ ସିଂ ଚୌହାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଜେପି ନଡ୍ଡାଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ଶିବରାଜ ସିଂ । ବିଜେପି ମୁଖ୍ୟ ଜେପି ନଡ୍ଡାଙ୍କୁ ଭେଟିବା ପରେ ମଧ୍ୟପ୍ରଦେଶର ପୂର୍ବତନ ସିଏମ୍ ତଥା ଦଳର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, “ଦଳୀୟ କର୍ମୀ ଭାବରେ ଦଳ ଦ୍ୱାରା ଯାହା ନିଷ୍ପତ୍ତି ନିଆଯିବ ମୁଁ ତାହା କରିବି’। ମୁଁ ରାଜ୍ୟରେ ବି ରହିବି ଓ କେନ୍ଦ୍ରରେ ବି ରହିବି କହିଛନ୍ତି ଶିବରାଜ ସିଂ ଚୌହାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି