Masthead

ଇଣ୍ଡିଆ ମେଣ୍ଟର ବୈଠକ ଶେଷ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବୈଠକ ଶେଷ ହୋଇଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପାଇଁ ଚର୍ଚ୍ଚା ମଧ୍ୟ ହୋଇଛି । ମଲ୍ଲିକାର୍ଜୁନ ଖଡଗେଙ୍କ ନାଁ ପ୍ରସ୍ତାବ ଆସିଛି । ଖଡଗେଙ୍କ ନାଁ ପ୍ରସ୍ତାବ ଦେଇଛନ୍ତି ମମତା ବାନାର୍ଜୀ । ସିଟ ସେୟାରିଂ ଉପରେ ମଧ୍ୟ ଆଲୋଚନା ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ