Masthead

ନିର୍ବାଚନ ଲଢିପାରିବେନି ଟ୍ରମ୍ପ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟ୍‌କ । ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପ ଅଯୋଗ୍ୟ ଘୋଷିତ । କ୍ୟାପିଟାଲ୍ ହିଂସା ମାମଲାରେ ଟ୍ରମ୍ପଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି । ଅଯୋଗ୍ୟ ଘୋଷଣା କଲେ କୋଲୋରାଡୋ କୋର୍ଟ । ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ କୋର୍ଟଙ୍କ ରାୟ ।

ତେବେ, ରାୟକୁ ଉପର କୋର୍ଟରେ ଚାଲେଞ୍ଜ କରିପାରିବେ ଟ୍ରମ୍ପ । ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯିବାରେ ଏହା ପ୍ରଥମ ଘଟଣା। ୨୦୨୧ ଜାନୁଆରୀ ୬ରେ କ୍ୟାପିଟଲ୍ ହିଂସାକୁ ଉସୁକାଇବା ଅଭିଯୋଗ ଟ୍ରମ୍ପଙ୍କୁ ମହଙ୍ଗା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ