Masthead

ଉପରାଷ୍ଟ୍ରପତିଙ୍କ ପ୍ରତି ମୋ ମନରେ ସମ୍ମାନ ଅଛି: କଲ୍ୟାଣ ବାନାର୍ଜୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉପରାଷ୍ଟ୍ରପତି ଧନଖଡ଼ଙ୍କୁ ମିମିକ୍ରି ଘଟଣା । ପ୍ରତିକ୍ରିୟା ରଖିଲେ ବ୍ୟଙ୍ଗ କରିଥିବା ଟିଏସି ସାଂସଦ କଲ୍ୟାଣ ବାନାର୍ଜୀ । କହିଛନ୍ତି ଉପରାଷ୍ଟ୍ରପତିଙ୍କୁ ଦୁଃଖ ଦେବା ମୋର ଅଭିପ୍ରାୟ ନଥିଲା । କାହାକୁ ଆଘାତ ଦେବା ଉଦ୍ଦେଶ୍ୟ ନଥିଲା । ଉପରାଷ୍ଟ୍ରପତିଙ୍କ ପ୍ରତି ମୋ ମନରେ ସମ୍ମାନ ଅଛି । ସେପଟେ ଉପରାଷ୍ଟ୍ରପତିଙ୍କୁ ବ୍ୟଙ୍ଗ କରିବା ଘଟଣାକୁ ନିନ୍ଦା କଲେ ରାଷ୍ଟ୍ରପତି । ଟୁଇଟ ଯୋଗେ ଅସନ୍ତୋଷ ବ୍ୟକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ବ୍ୟଙ୍ଗ କରିବା ମୋତେ ନିରାଶ କରିଛି ।

ସେପଟେ ବିରୋଧୀ ଏମପିଙ୍କ ନିଲମ୍ବନ ପରେ ପାର୍ଲାମେଣ୍ଟ ପରିସରରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମିମିକ୍ରିକରିଥିବା ଟିଏମସି ଏମପି କଲ୍ୟାଣ ବାନାର୍ଜୀଙ୍କ ପାଇଁ ସମସ୍ୟା ବଢିଛି । ତାଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି। ଅଭିଷେକ ଗୌତମ ନାମକ ଜଣେ ଓକିଲ ଡିଫେନ୍ସ କଲୋନୀ ପୋଲିସ ଷ୍ଟେଶନରେ ଅଭିଯୋଗ ଆଣିଛନ୍ତି ଯାହାକୁ ପୋଲିସ ଗ୍ରହଣ କରିଛି।ଏହାକୁ ଆଧାର କରି ତଦନ୍ତ ମଧ୍ୟ ଆରମ୍ଭ ହୋଇଛି। ଅଭିଷେକ ତାଙ୍କ ଅଭିଯୋଗରେ ଉପରାଷ୍ଟ୍ରପତିଙ୍କୁ ଅପମାନିତ କରିଥିବା ଏବଂ ତ୍ରୁଣମୂଳ କଂଗ୍ରେସ ଏମପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି