Masthead

ମଣ୍ଡି ବୁଲି ଚାଷୀଙ୍କ ସମସ୍ୟା ବୁଝିଲେ ସାରଦାପ୍ରସନ୍ନ ସ୍ୱାଇଁ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):ଚାଷୀଙ୍କ ସମସ୍ୟା ବୁଝିଲେ ସାରଦା ପ୍ରସନ୍ନ ସ୍ୱାଇଁ । ଏହା ସହିତ ଛାତ୍ରଛାତ୍ରୀଙ୍କୁ ମଧ୍ୟ ସେ ଉତ୍ସାହିତ କରିଛନ୍ତି । କଳାହାଣ୍ଡି ଜିଲ୍ଲା ରିସିଡା +୨ ମହାବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ଅବସରରେ ମୁଖ୍ୟ ଅତିଥି ଭାବେ ସେଠାକୁ ଜିଲ୍ଲା ବରିଷ୍ଠ ଉପସଭାପତି ଶ୍ରୀଯୁକ୍ତ ସାରଦାପ୍ରସନ୍ନ ସ୍ବାଇଁ ନିମନ୍ତ୍ରିତ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ‘ଶିକ୍ଷାର ବିକାଶ ହେଲେ ରାଜ୍ୟର ବିକାଶ ହେବ’ ସେ ଆହୁରି ମଧ୍ୟ କହିଛନ୍ତି ରାଜ୍ୟର ବିକାଶ ହେଲେ ସବୁ କ୍ଷେତ୍ରରେ ଉନ୍ନତିର ପାଦଚିହ୍ନ ଗ୍ରାମାଞ୍ଚଳରେ ମଧ୍ୟ ପହଞ୍ଚିବ । ସେ ତାଙ୍କ ଉଦବୋଧନ ମାଧ୍ୟମରେ ଶିକ୍ଷାର ମାନଦଣ୍ଡକୁ କିଭଳି ଆହୁରି ଉନ୍ନତତ୍ତର କରିହେବ ସେନେଇ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇ ଉତ୍ସାହିତ କରିଥିଲେ । ଏହା ସହିତ ସେ କରଲାମୁଣ୍ଡାର ସମସ୍ତ ମଣ୍ଡି ବୁଲି ଚାଷୀ ମାନଙ୍କ ସମସ୍ୟା ମଧ୍ୟ ବୁଝିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ