Masthead

ଆଉ ଦୁଇ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ତ୍ରୁଟି ପ୍ରସଙ୍ଗରେ ବିରୋଧୀଙ୍କ ହୋହାଲ୍ଲା । ଆଉ ଦୁଇଜଣ ସାଂସଦ ହେଲେ ନିଲମ୍ବିତ । ବୁଧବାର (ଡିସେମ୍ବର ୨୦) ଗୃହକୁ ଅବମାନନା କରିବାକୁ ନେଇ ଅଧିବେଶନର ଅବଶିଷ୍ଟ ଅବଧି ପାଇଁ ବାଚସ୍ପତି ଦୁଇ ବିରୋଧୀ ସଦସ୍ୟ ସି ଥୋମାସ୍ ଏବଂ ଏ ଏମ୍ ଆରିଫଙ୍କୁ ନିଲମ୍ବିତ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଲୋକସଭା ଓ ରାଜ୍ୟସଭାର ୧୪୩ ସାଂସଦଙ୍କୁ ନିଲମ୍ବିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ