Masthead

ବ୍ଲକରେ ତାଲା ମାରିଲେ, ଆନ୍ଦୋଳନକୁ ଓହ୍ଲାଇଲେ

ବଲାଙ୍ଗିର (ବଡ଼ କବର ବ୍ୟୁରୋ): ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ । ବାରମ୍ବାର ଅଭିଯୋଗ ପରେ ବି କେହି ଦୃଷ୍ଟି ଦେଉ ନାହାନ୍ତି । କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବିଡିଓ ଓ ଅଧ୍ୟକ୍ଷ । ଶେଷରେ ବାଧ୍ୟ ହୋଇ ଲୋକେ ପୁଇଁତଳା ବ୍ଲକରେ ତାଲା ମାରି ଆନ୍ଦୋଳନକୁ ଓହ୍ଲାଇଥିଲେ ।

ଅଭିଯୋଗ ଅନୁସାରେ ଦୀର୍ଘ ବର୍ଷ ହେଲା ନାରାୟଣ କଲୋନୀରେ ଲୋକେ ବହୁ ଅସୁବିଧାରେ ରହୁଛନ୍ତି । ଘର ଭାଙ୍ଗିବାକୁ ବସିଥିବା ବେଳେ ବିଜୁଳି ସମସ୍ୟା ମଧ୍ୟ ରହିଛି । ଏନେଇ ବ୍ଲକ୍ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଯାଇଛି । ସେପଟେ କଲୋନୀର ଲୋକେ ଅସୁବିଧାରେ ରହୁଥିବା କଥାକୁ ସ୍ୱୀକାର କରିଛନ୍ତି ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ । ଏବଂ ସମସ୍ୟାର ସମାଧାନ କରିବା ପାଇଁ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ