ଆଜି ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଦିନିକିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତିମ ଦିନିକିଆ । ଗୋଟିଏ ଲେଖାଏଁ ମ୍ୟାଚ ଜିତି ବରାବର୍ ସ୍ଥିତିରେ ଉଭୟ ଦଳ । ଶେଷ ମ୍ୟାଚ ସହ ସିରିଜ୍ ହାତେଇବା ଲକ୍ଷ୍ୟରେ ହେବ କଡ଼ା ଟକ୍କର । ଦକ୍ଷିଣ ଆଫ୍ରିକାରେ ଭାରତ ଶେଷ ଥର ଲାଗି ୨୦୧୮ରେ ଦିନିକିଆ ଶୃଙ୍ଖଳା ଜିତିଥିଲା। ୫ ବର୍ଷ ପରେ ପୁଣି ଥରେ ଏଠାରେ ଟ୍ରଫି ଜିତିବା ଲାଗି ଭାରତ ଦୁଇ ଓପନର୍‌ ଋତୁରାଜ ଗାଏକ୍ବାଡ ଓ ବି ସାଇ ସୁଦର୍ଶନଙ୍କଠୁ ଭଲ ଆରମ୍ଭ ଆଶା ରଖିଛି।

ପ୍ରଥମ ଦିନିକିଆରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ୮ୱିକେଟରେ ପରାସ୍ତ କରିଥିଲା । ଦ୍ୱିତୀୟ ମ୍ୟାଚରେ ସମାନ ୮ୱିକେଟରେ ଭାରତକୁ ହରାଇ ପ୍ରତିଶୋଧ ନେଇଥିଲା ଦକ୍ଷିଣ ଆଫ୍ରିକା । ଭାରତ ଦୁଇ ଓପନର ଋତୁରାଜ ଗାଏକୱାଡ, ସାଇ ସୁଦର୍ଶନଙ୍କଠାରୁ ଭଲ ପ୍ରଦର୍ଶନ ଆଶା ରଖିଛି । ସେପଟେ ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଟୋନି ଡି ଜର୍ଜି ଓ ରିଜା ହେଣ୍ଡ୍ରିକ୍ସ ଦ୍ୱିତୀୟ ମ୍ୟାଚରେ ଫର୍ମକୁ ଫେରିବା ସହିତ ଦଳକୁ ସହଜ ବିଜୟ ଦେଇଥିଲେ । ତେଣୁ ଆଜି ଘରୋଇ ଦଳ ଏମାନଙ୍କଠାରୁ ଭଲ ପ୍ରଦର୍ଶନ ଆଶା ରଖିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ