Masthead

୩୦ରେ ପଦ୍ମପୁର ଜିଲ୍ଲା ଘୋଷଣା!

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ପୂରଣ ହେବାକୁ ଯାଉଛି ପଦ୍ମପୁରବାସୀଙ୍କ ଦାବି । ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହେବାକୁ ଯାଉଛି । ୩୦ରେ ହୋଇପାରେ ପଦ୍ମପୁର ଜିଲ୍ଲା ଘୋଷଣା । ଚଳିତ ଡିସେମ୍ବର ୩୦ରେ ବରଗଡ଼ ଜିଲା ଅଧୀନରେ ଥିରବା ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ପ୍ରଦାନ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବେ ବୋଲି ସୂତ୍ରରୁ ଜଣାପଡ଼ିଛି।

ନୂତନ ପଦ୍ମପୁର ଜିଲାପାଳଙ୍କ କାର୍ଯ୍ୟାଳୟ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ମଧ୍ୟ ଚିହ୍ନଟ ସରିଛି। ଆସନ୍ତା ୩୦ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିରବା କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନୂଆ ଯୋଜନା ବିଧିବଦ୍ଧ ଭାବେ ଘୋଷଣା କରିବେ । ନୂଆ ଜିଲା ଘୋଷଣା ପାଇଁ ଆନୁଷଙ୍ଗିକ ପ୍ରସ୍ତୁତି ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ