Masthead

ଭିଜିଲାନ୍ସ ଜାଲରେ ଚିଫ୍ ସିଭିଲ୍ ସପ୍ଲାଏ ଅଫିସର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ବେଳେ ସୁନା ଅଳଙ୍କାର ମଧ୍ୟ ଜବତ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟ ନମ୍ବର ୧୪୮୫, ତିନି ମହଲା ଘର, ବ୍ରହ୍ମପୁର ନୀଳାଚଳ ହାଇଟ ସ୍ଥିତ ଆପାର୍ଟମେଣ୍ଟ, ଚନ୍ଦ୍ରଶେଖରପୁର ସ୍ଥିତ ବିଲ୍ଡିଂ, ଲକ୍ଷ୍ମୀସାଗରରେ ଥିବା ଆପାର୍ଟମେଣ୍ଟ, ଅଫିସ, ବ୍ରହ୍ମପୁର ବୈଦନାଥପୁର ସ୍ଥିତ ପୈତୃକ ଘର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ବାସଭବନରେ ଚାଲିଛି ରେଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି