Masthead

ଦକ୍ଷିଣ ଆଫ୍ରିକାକୁ ୭୮ ରନରେ ପରାସ୍ତ କଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଦିନିକିଆ ସିରିଜରେ ଭାରତ ଦ୍ୱିତୀୟ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ତୃତୀୟ ଦିନିକିଆରେ ଦକ୍ଷିଣ ଆଫ୍ରିକାକୁ ୭୮ ରନ୍‌ରେ ପରାସ୍ତ କରି ଭାରତ ୨-୧ରେ ଶୃଙ୍ଖଳା ଜିତିଛି। ଏଥି ସହ ଦକ୍ଷିଣ ଆଫ୍ରିକା ମାଟିରେ ଭାରତ ୫ ବର୍ଷ ପରେ ଏକ ଦିନିକିଆ ଶୃଙ୍ଖଳା ବିଜୟର ସଫଳତା ପାଇଛି। ସଂଜୁ ସାମସନଙ୍କ ପ୍ରଥମ ଶତକ ପରେ ଅର୍ଶଦୀପ ସିଂହ (୪/୩୦)ଙ୍କ ନେତୃତ୍ବରେ ଭାରତୀୟ ବୋଲିଂ ବାହିନୀ ଏହି ସଫଳତା ଆଣିଛନ୍ତି। ଭାରତର ୨୯୬ ରନ୍‌କୁ ପିଛା କରି ଘରୋଇ ଦଳ ୨୧୮ ରନ୍‌ରେ ସମସ୍ତ ୱିକେଟ୍‌ ହରାଇ ଦେଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ