ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନଙ୍କ ଚିଠି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ଚିଠି । ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି । ଲୋକସଭା ସହ ଓଡ଼ିଶା ବିଧାନସଭା ନିର୍ବାଚନ ।ଆନ୍ଧ୍ର, ଅରୁଣାଚଳ ପ୍ରଦେଶ, ସିକ୍କିମ୍ରେ ବି ବିଧାନସଭା ନିର୍ବାଚନ ହେବ । ଏନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ଇଲେକ୍ସନ୍ କମିଶନ୍ ।୧୬ ଜୁନରେ ସରିବ କେନ୍ଦ୍ର ସରକାରଙ୍କ କାର୍ଯ୍ୟକାଳ ।୨୪ ଜୁନରେ ସରିବ ଓଡ଼ିଶା ବିଧାନସଭା କାର୍ଯ୍ୟକାଳ । ଏହା ପୂର୍ବରୁ ସରିବ ନିର୍ବାଚନର ସମସ୍ତ ପ୍ରକ୍ରିୟା । ନିର୍ବାଚନ ପାଇଁ ଅଫିସରଙ୍କ ବଦଳି ନେଇ ଚିଠି ଯୋଗେ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ କମିଶନ୍ । ନିଜ ଜିଲ୍ଲାରେ କେହି ରହିପାରିବେନି ଜିଲ୍ଲାପାଳ । ୩ ବର୍ଷରୁ ଅଧିକ ରହିଥିଲେ ହେବ ବଦଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ