Masthead

ମାସ୍କ ବାଧ୍ୟତାମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ: ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡର ନୂଆ ଭେରିଆଣ୍ଟକୁ ନେଇ ଚିନ୍ତାରେ ସାରା ରାଜ୍ୟ । ଏହାରି ମଧ୍ୟରେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ସେ ଅପିଲ କରିଛନ୍ତିି । ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ, ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଅସିନଥିବା ସେ କହିଛନ୍ତି । ‘ଏ ପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ ଚି଼ହ୍ନଟ ହୋଇନାହିଁ କିନ୍ତୁ ଟେଷ୍ଟିଙ୍ଗ ଜାରି ରହିଛି’ ।

ଭାରତ ସରକାରଙ୍କ ନିର୍ଦ୍ଦେଶ ନାମା ସହ ଅନ୍ତର୍ଜାତୀୟ ଏକ୍ସପର୍ଟଙ୍କ କହିବା ଅନୁଯାଇ ଆମେ ସତର୍କ ରହିବା । କରୋନାର ନୂଆ ଭେରିଆଣ୍ଟସହ ଲଢିବା ପାଇଁ ସର୍ଭିଲାନ୍ସ ବଢେଇବା ସହ ସତର୍କ ରହିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦେଶକ । ସେ କହିଛନ୍ତି ଭାରତରେ ଯେତିକି ଲୋକ ପଜେଟିଭ ଆସିଛନ୍ତି ସେମାନଙ୍କ ମଧ୍ୟରୁ ୯୮% ରୁ ଅଧିକ ଲୋକ ଘରେ ରହି ଚିକିତ୍ସିତ ହେଉଛନ୍ତି । କରୋନା ବର୍ତ୍ତମାନ ସୁଦ୍ଧା ସିଭିୟର ହୋଇନାହିଁ । ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାଇ ଚିକିତ୍ସା କରାଯିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ