Masthead

ଚାନ୍ଦବାଲିକୁ ସବଡ଼ିଭିଜନ ଦାବିରେ ଗଣଧାରଣା

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲିକୁ ସବଡ଼ିଭିଜନ ଦାବି । ୩ ଦିନିଆ ଗଣ ଧାରଣାରେ ଚାନ୍ଦବାଲି କ୍ରିୟାନୁଷ୍ଠାନ କମିଟି । ତହସିଲଦାରଙ୍କ କାର୍ୟ୍ୟାଳୟ ଆଗରେ ଏକ ସର୍ବଦଳୀୟ ବ୍ୟକ୍ତି ବିଶେଷ ମାନେ କ୍ରିୟାନୁଷ୍ଠାନ କମିଟି ମାଧ୍ୟମରେ ଶାନ୍ତିପୂର୍ଣ୍ଣ ଭାବେ ଗଣଧାରଣା ଦେଇଛନ୍ତି । ଐତିହାସିକ ପ୍ରାଚୀନ ନୌବାଣିଜ୍ୟ ସହର ଚାନ୍ଦବାଲିକୁ ରାଜସ୍ଵ ସବଡ଼ିଭିଜନ ଘୋଷଣା କରିବାକୁ ବିଭିନ୍ନ ସମୟରେ ଦାବି ହୋଇଆସୁଛି । କିନ୍ତୁ ଆଜି ଯାଏଁ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ ।ପୂର୍ବରୁ ମୁଖ୍ୟମନ୍ତ୍ରୀ, ରାଜସ୍ଵମନ୍ତ୍ରୀ, ରାଜସ୍ଵସଚିବ, ଜିଲ୍ଲାପାଳ ପ୍ରମୁଖଙ୍କୁ ଚାନ୍ଦବାଲିକୁ ରାଜସ୍ଵ ସବଡିଭିଜନ ମାନ୍ୟତା ଦେବା ପାଇଁ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା