Masthead

ପୁରୀରେ କେନ୍ଦ୍ର ସରକାର ବିରୋଧରେ ‘ଇଣ୍ଡିଆ’ ମେଣ୍ଟର ବିକ୍ଷୋଭ

ପୁରୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ବିରୋଧରେ ‘ଇଣ୍ଡିଆ’ ମେଣ୍ଟର ବିକ୍ଷୋଭ । ସଂସଦରେ ୧୪୨ ଜଣ ସାଂସଦଙ୍କୁ ନିଲମ୍ବନ ନେଇ ଆଜି ପୁରୀରେ କଂଗ୍ରେସ, ଆପ ଏବଂ ସିପିଆଇଏମ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଛି । ଅଗଣତାନ୍ତ୍ରିକ ଭାବରେ ସଂସଦରୁ ୧୪୨ ସାଂସଦଙ୍କୁ ନିଲମ୍ବନ କରିବା ଘଟଣାକୁ ନିନ୍ଦା ପ୍ରକାଶ କରିବା ସହ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ପୁରୀ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି ।ଏହାକୁ ପ୍ରତିବାଦର କରି କେନ୍ଦ୍ର ସରକାରଙ୍କ ଦ୍ଵାରା ହୋଇଥିବା ଗଣତନ୍ତ୍ର ଉପରେ ଆକ୍ରମଣକୁ ସମଗ୍ର ବିଶ୍ଵରେ ନିନ୍ଦା କରାଯାଇଛି । ‘ଇଣ୍ଡିଆ’ ମେଣ୍ଟ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପଦର୍ଶନ ଶହ ‘ଇଣ୍ଡିଆ’ ମେଣ୍ଟ ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଅଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ