Masthead

ଜାନୁଆରୀ ୪ରେ ହେବ ୪ ରାଜ୍ୟସଭା ଆସନ ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୪ରେ ହେବ ୪ ରାଜ୍ୟସଭା ଆସନ ନିର୍ବାଚନ । ରାଜ୍ୟସଭାର ଖାଲି ହେବାକୁ ଥିବା ୪ଟି ଆସନ ପାଇଁ ହେବ ନିର୍ବାଚନ । ଜାନୁୟାରୀ ୪ରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନ ଶୁକ୍ରବାର ଘୋଷଣା କରିଛନ୍ତି। ଦିଲ୍ଲୀରୁ ୩ଟି ଏବଂ ସିକିମରୁ ଗୋଟିଏ ଆସନ ଖାଲି ହେବାକୁ ଯାଉଛି। ଜାନୁୟାରୀ ୨୭ରେ ଏଏପି ସାଂସଦ ସଞ୍ଜୟ ସିଂ, ସୁଶୀଲ କୁମାର ଗୁପ୍ତା ଏବଂ ନାରାୟଣ ଦାସ ଗୁପ୍ତାଙ୍କ କାର୍ୟ୍ୟକାଳ ଶେଷ ହେବ।

ସେହିପରି ସିକିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ ସାଂସଦ ହିଶେ ଲାଚୁଙ୍ଗପାଙ୍କ କାର୍ୟ୍ୟକାଳ ଫେବୃୟାରୀ ୨୩ରେ ସରିବ। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ସଞ୍ଜୟ ଗିରଫ ହୋଇ ଜେଲରେ ଅଛନ୍ତି। ବିଶୃଙ୍ଖଳିତ ବ୍ୟବହାର ପାଇଁ ଗତ ଜୁଲାଇ ୨୪ରେ ତାଙ୍କୁ ରାଜ୍ୟ ସଭାରୁ ନିଲମ୍ବନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି