Masthead

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଭାଲୁ ଆକ୍ରମଣରେ ଯୁବକ ଗୁରୁତର । ଯୁବକ ଜଣଙ୍କ ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକର ଦୁର୍ଗା ଚରଣ ସିଂହ । ସେ ଛେଳି ଚରାଇବାକୁ ଯାଇଥିବା ବେଳେ ଦୁଇଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କର ସାଙ୍ଗରେ ତାଙ୍କ ପତ୍ନୀ ମଧ୍ୟ ଥିଲେ । ପତ୍ନୀ ପ୍ରଣ ବିକଳରେ ଗାଁକୁ ଦୌଡ଼ି ପଳାଇଥିଲେ । ଏକ ଗଛ ଉପରକୁ ଚଢି ଯାଇଥିଲେ । ଭାଲୁ ଆକ୍ରମଣରେ ଦୁର୍ଗାଙ୍କ ପାଦରେ ଗଭୀର ଆଘାତ ଲାଗିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର