‘ସାହସ ଅଛି ଯଦି ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରନ୍ତୁ’

କୋଲକାତା (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗର ବିଜେପି ନେତ୍ରୀ ଅଗ୍ନିମିତ୍ରା ପାଲ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଟିଏମସି ସାଂସଦ ମୁଖ୍ୟ ମମତା ବାନାର୍ଜୀଙ୍କୁ ବାରାଣାସୀ ଲୋକସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପ୍ରତିଦ୍ୱନ୍ଦିତା କରିବା ପାଇଁ ଆହ୍ୱାନ ଦେଇଛନ୍ତି । ଏହା ପରେ ଅଗ୍ନିମିତ୍ରା ପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଶୁକ୍ରବାର ଅଗ୍ନିମିତ୍ରା କହିଛନ୍ତି, ‘ମମତା ବାନାର୍ଜୀଙ୍କର ଯଦି ସାହସ ଅଛି ତେବେ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ଥାନରେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରନ୍ତୁ । ଆପଣ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି ? ଜଣେ ମୁଖ୍ୟମନ୍ତ୍ରୀ ହୋଇ ପ୍ରଧାନମନ୍ତ୍ରୀଙ୍କ ସହ ମୁକାବିଲା କରିବେ ? ଦେଖିବା କେତେ ସାହସ ଅଛି ?’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ