Masthead

ନବ ନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ମାନ୍ୟତା ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ କୁସ୍ତି ମହାସଂଘ ନିଲମ୍ବିତ । ଭାରତୀୟ କୁସ୍ତି ମହାସଂଘ ନିଲମ୍ବନ କଲା କ୍ରୀଡ଼ା ମନ୍ତ୍ରାଳୟ । ନବ ନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ମାନ୍ୟତା ରଦ୍ଦ । ସଞ୍ଜୟ ସିଂହଙ୍କ ସମସ୍ତ ନିଷ୍ପତ୍ତି ଉପରେ ରୋକ ଲଗାଇଲା ମନ୍ତ୍ରାଳୟ । ନିର୍ବାଚିତ ଅଧ୍ୟକ୍ଷଙ୍କୁ ବିରୋଧ କରି କୁସ୍ତିରୁ ଅବସର ନେଇଥିଲେ ସାକ୍ଷୀ ମଲ୍ଲିକ । ଭାରତୀୟ କୁସ୍ତି ମହାସଂଘକୁ ନିଲମ୍ବନ କଲା କ୍ରୀଡ଼ା ମନ୍ତ୍ରାଳୟ । ଜାତୀୟ କୁସ୍ତି ପ୍ରତିଯୋଗିତା ଆୟୋଜନ କରିବାରେ ତତ୍ପରତା ହେତୁ ରେସଲିଂ ଫେଡେରେସନ୍ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସଞ୍ଜୟ ସିଂ ବିଜେପି ସାଂସଦ ତଥା ପୂର୍ବତନ ଡବ୍ଲୁଏଫଆଇ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ନିକଟତର ବୋଲି କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର