Masthead

ଆଇଡି ବିସ୍ଫୋରଣ, ଦୁଇ ଏସଓଜି ଯବାନ ଗୁରୁତର

କନ୍ଧମାଳ (ବଡ଼ ଖବର ବ୍ୟୁରୋ): ଆଇଡି ବିସ୍ଫୋରଣରେ ଦୁଇ ଏସଓଜି ଯବାନ ଗୁରୁତର। କିଛି ଦିନର ନିରବତା ପରେ ପୋଲିସ- ମାଓବାଦୀ ମୁହାଁମୁହିଁ । କନ୍ଧମାଳ ଜିଲ୍ଳା ତୁମୁଡ଼ିବନ୍ଧ ଥାନା ସିର୍ଲା ଜଙ୍ଗଲରେ ଆଇଡି ବିସ୍ଫୋରଣ। ଆଜି ସକାଳୁ ସକାଳୁ ମାଓ ବିରୋଧୀ ଅପରେସନ୍ ଚାଲିଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ୨ ଏସଓଜି ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ମାଓବାଦୀମାନେ ଜଙ୍ଗଲରେ ଆଇଡି ଖଞ୍ଜିଥିବା ସନ୍ଦେହ କରାଯାଉଛି। ତେବେ ଏହି ବିସ୍ଫୋରଣ ପରେ କମ୍ବିଂ ଜୋରଦାର ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ