Masthead

ମଧ୍ୟ ରାତିରେ ଧରାବତରଣ କଲେ ପ୍ରଭୁ ଯୀଶୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଧରାବତରଣ କଲେ ଯିଶୁଖ୍ରୀଷ୍ଟ । ନୂଆ ଦିଶା, ନୂଆ ରାହା ଦେଖାଇବାକୁ ପୃଥିବୀ ପୃଷ୍ଠକୁ ଓହ୍ଲାଇଛନ୍ତି ଯିଶୁଖ୍ରୀଷ୍ଟ । ଯୀଶୁଙ୍କ ଧରାବତରଣରେ ଚର୍ଚ୍ଚ ମାନଙ୍କରେ ଉତ୍ସବର ମାହୋଲ । ଚର୍ଚ୍ଚ ମାନଙ୍କରେ ବିଶେଷ ପ୍ରାର୍ଥନା ସଭାର ଆୟୋଜନ । ଚର୍ଚ୍ଚବିଶ୍ୱର କୋଣ ଅନୁକୋଣରେ ରହୁଥିବା କୋଟି କୋଟି ଖ୍ରୀଷ୍ଟ ଧର୍ମାବଳମ୍ବୀ ଏହାକୁ ପାଳନ କରୁଛନ୍ତି । ଆଜିର ଦିନକୁ ବଡ଼ ଦିନ ଭାବେ ପାଳନ କରାଯାଉଛି । ସେଥିପାଇଁ ଭୁବନେଶ୍ୱର ସମେତ ସବୁ ଚର୍ଚ୍ଚରେ ପ୍ରବଳ ଭିଡ ଦେଖିବାକୁ ମିଳିଛି ।

ମଧ୍ୟରାତିରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଧରାବତରଣ କରିଛନ୍ତି । ଏଥିପାଇଁ ଚର୍ଚ୍ଚଗୁଡିକ ଆକର୍ଷଣୀୟ ଆଲୋକମାଳାରେ ସଜେଇ ହୋଇଛି । ପ୍ରଭୁ ଯୀଶୁଙ୍କ ପାଇଁ ପ୍ରାର୍ଥନା ଚାଲିଛି । ପୂର୍ବଥର ବିଭିନ୍ନ କଟକଣା ମଧ୍ୟରେ ବଡ଼ଦିନ ପାଳନ ହୋଇଥିବା ବେଳେ ଚଳିତଥର ସେମିତି କିଛି କଟକଣା ନଥିବାରୁ ଚର୍ଚ୍ଚଗୁଡିକରେ ଖ୍ରୀଷ୍ଟମାସ ଧୁମଧାମରେ ପାଳନ ହେଉଛି । ଯୀଶୁଙ୍କ ଧରାବତରଣରେ ଚର୍ଚ୍ଚ ମାନଙ୍କରେ ଉତ୍ସବର ମାହୋଲ –

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା