Masthead

ବିଜେପିରେ ମିଶିଲେ ଶତାଧିକ ମହିଳା କର୍ମୀ

ଆଠମଲ୍ଲିକ (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ଶତାଧିକ ମହିଳା କର୍ମୀ । ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନହୁଲ୍ଲାର ପଞ୍ଚାୟତର ମିଣ୍ଡୋଳ ଗ୍ରାମରେ ବିଜେପିରେ ମିଶିଛନ୍ତି ଶତାଧିକ ମହିଳା କର୍ମୀ । ବିଜେଡି ଓ କଂଗ୍ରେସ ଛାଡ଼ି ବହୁ ନେତା ଓ ଶତାଧିକ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ମହିଳାମାନେ ଯୁବନେତା ସଂଗ୍ରାମ ମହାପାତ୍ରଙ୍କ ଉପସ୍ଥତିରେ ବିଜେପିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗରିବ କଲ୍ୟାଣ କାର୍ଯ୍ୟକ୍ରମ ଓ ସୁଶାସନ ସହ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା କର୍ମୀମାନେ କହିଛନ୍ତି । ଏହି ମିଶ୍ରଣ ପର୍ବର ଠାକୁରଗଡ଼ ମଣ୍ଡଳ ଉପସଭାପତି ପଙ୍କଜ କୁମାର ବେହେରା, ଏସଟି ମୋର୍ଚ୍ଚା ମଣ୍ଡଳ ସଭାପତି ରାମଚନ୍ଦ୍ର ପଧାନ, ସ୍ଥାନୀୟ ବିଜେପି କାର୍ଯ୍ୟକର୍ତ୍ତା ପ୍ରକାଶ ନାୟକ, ଦଇତାରୀ ମହାକୁଡ଼, ଶାନ୍ତିଲତା ଘିୱାଲା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପାଦନ କରିଥଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼