Masthead

କାଉନସିଲରଙ୍କ ଘରୁ କଳାକନା ବୁଲାଇଲେ ଦୁବୃର୍ତ୍ତ

ସୋର (ବଡ଼ ଖବର ବ୍ୟୁରୋ): କାଉନସିଲରଙ୍କ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକାର କାଉନସିଲର ପବିତ୍ର ସେଠୀଙ୍କ ଅଡଙ୍ଗ ବଜାର ସ୍ଥିତ ବାସଭବନରେ କେହି ନଥିବାର ସୁଯୋଗ ନେଇ ଲୁଟ କରିଛନ୍ତି ଦୁବୃର୍ତ୍ତ । ତାଙ୍କୁ ଘରୁ ୮୦ ହଜାର ଟଙ୍କା ସମେତ ସୁନା ଗହଣା ଲୁଟ ହୋଇଛି । ପବିତ୍ର ସୋର ଥାନାରେ ଅଭିଯୋଗ କରିବା ପରେ ସୋର ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ