Masthead

ବିଜୟୀ ନ ହେବା ଯାଏଁ ଆମେ ଅଟକିବୁନି: ନେତାନ୍ୟାହୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହମାସ ସହ ଯୁଦ୍ଧକୁ ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କଡ଼ା ପ୍ରତିକ୍ରିୟା । ବିଜୟୀ ନ ହେବା ଯାଏଁ ଆମେ ଅଟକିବୁନି କହିଲେ ନେତାନ୍ୟାହୁ । ପଣବନ୍ଦୀଙ୍କୁ ମୁକୁଳାଇବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଛି । କୂଟନୈତିକ ସ୍ତରରେ ମଧ୍ୟ ଉଦ୍ୟମ କରାଯାଉଛି । ଆମ ପାଖରେ ଆଉ କୌଣସି ବିକଳ୍ପ ନାହିଁ । ତେଣୁ ବିଜୟୀ ନ ହେବା ଯାଏଁ ଅଟକିବାର ପ୍ରଶ୍ନ ଉଠୁନି କହିଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ । ରବିବାର ବିଳମ୍ବିତ ରାତିରେ ଗାଜାର ଏକ ଶରଣାର୍ଥୀ ଶିବିର ଉପରେ ଏୟାରଷ୍ଟ୍ରାଇକ୍ କରିଥିଲା ଇସ୍ରାଏଲ ।

ଫଳରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛି । ମୃତକଙ୍କ ମଧ୍ୟରେ ୧୨ ଜଣ ମହିଳା ଏବଂ ୭ ଶିଶୁ ରହିଛନ୍ତି । ଏହି ଆକ୍ରମଣ ଯୋଗୁଁ ମୃତକଙ୍କ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି । ତେବେ ଇସ୍ରାଏଲ-ହମାସ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଶେଷ ହେବାର ନାଁ ନେଉନି । କ୍ରମାଗତ ଇସ୍ରାଏଲର ଆକ୍ରମଣ ଯୋଗୁଁ ୨୦ ହଜାରରୁ ଅଧିକ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇସାରିଲାଣି । ସେପଟେ ଏୟାରଷ୍ଟ୍ରାଇକ୍ ନେଇ ଇସ୍ରାଏଲ ସେନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ