Masthead

ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ । ୪ ଦିନ ପରେ ଫ୍ରାନ୍ସରୁ ମୁମ୍ବାଇ ପହଞ୍ଚିଲା ବିମାନ । ଯାଞ୍ଚ ପରେ ୨୭୬ ଯାତ୍ରୀଙ୍କ ସହ ମୁମ୍ବାଇ ଫେରିଲା ବିମାନ । ମାନବ ଚାଲାଣ ସନ୍ଦେହରେ ଗତ ୨୧ରୁ ବିମାନ ଅଟକ ଥିଲା । ଫ୍ରାନ୍ସର ଭାଟ୍ରି ବିମାନ ବନ୍ଦରରେ ଅଟକ ରଖିଥିଲେ କର୍ତ୍ତୃପକ୍ଷ । ୩୦୩ ଯାତ୍ରୀଙ୍କୁ ଧରି ଦୁବାଇରୁ ନିକାରାଗୁଆ ଯାଉଥିଲା ବିମାନ । ଆଜି ଭୋର ୪ଟା ବେଳେ ୨୭୬ଜଣ ଯାତ୍ରୀଙ୍କୁ ନେଇ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛି ଏହି ବିମାନ । ୪ଦିନ ଧରି ଫ୍ରାନ୍ସରେ ଫସିଥିବା ଏହି ବିମାନ ଶେଷରେ ମୁମ୍ବାଇରେ ଅବତରଣ କରିଛି । ତେବେ ବିମାନଟି ଭାରତ ଫେରିବା ପରେ ଯାତ୍ରୀ ଆଶ୍ୱସ୍ତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ