Masthead

ଆରବସାଗରରେ ୩ ଯୁଦ୍ଧ ଜାହାଜ ମୁତୟନ କଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଯୁଦ୍ଧ ଜାହାଜ ମୁତୟନ କଲା ଭାରତ । ଆରବସାଗରରେ ୩ଯୁଦ୍ଧ ଜାହାଜ ମୁତୟନ କଲା ଭାରତ । ତୈଳ ବୋଝେଇ ଜାହାଜ ଉପରେ ଡ୍ରୋନ ଆଟାକ ପରେ ସତର୍କତା ସହ ଜାହାଜ ମୁତୟନ କଲା ଭାରତ । INS ମୋରମୁଗାଓ, INS କୋଚି, INS କୋଲକାତା ଭଳି ଯୁଦ୍ଧ ଜାହାଜ ମୁତୟନ ହୋଇଛି । ଏଥିସହ ଭାରତୀୟ ନୌସେନା ତାର ଚ-୮ଓ ଦୂରଗାମୀ ପାଟ୍ରୋଲ ଏୟାରକ୍ରାଫଟ ସର୍ଭେଲାନସରେ ନିୟୋଜିତ ହୋଇଛି । ଗତ ଶନିବାର ମାଙ୍ଗାଲୋର ଆସୁଥିବା ଅଶୋଧିତ ତୈଳ ଜାହାଜ ଉପରେ ହୋଇଥିଲା ଆକ୍ରମଣ । ଉଏଝ ବିକ୍ରମକୁ ସୁରକ୍ଷା ଦାୟିତ୍ୱ ଦିଆଯାଇଥିଲା । ଜାହାଜଟି ଗୁଜରାଟର ପୋରବନ୍ଦରରୁ ୨୧୭ ନଟିକାଲ ମାଇଲ ଦୂରରେ ରହିଥିବାବେଳେ ଏହି ଘଟଣା ଘଟିଥିଲା । ଜାହାଜରେ ୨୦ ଜଣ ଭାରତୀୟ ନାବିକ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି