Masthead

ସାଇକେଲରେ ୪ ହଜାର କିମି ଯାତ୍ରା

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ବିଭିନ୍ନ ପ୍ରସଙ୍ଗରେ ଲୋକଙ୍କୁ ସଚେତନତା କରିବା ପାଇଁ ଜଣେ ଯୁବକ ଆଗେଇ ଆସିଛନ୍ତି । ସେ ସାଇକେଲରେ ବୁଲୁଛନ୍ତି ଗାଁରୁ ସହର । ୪୦ଦିନରେ ୪ ହଜାର କିଲୋମିଟର ରାସ୍ତା ଅତିକ୍ରମ କରିବେ ବୋଲି ସେ ଲକ୍ଷ୍ୟ ରଖିଛନ୍ତି ।

ପ୍ଲାଷ୍ଟିକ ବର୍ଜନ ଏବଂ ମହିଳାଙ୍କୁ ଅତ୍ୟାଚାର ସମ୍ପର୍କରେ ସଚେତନତାର ବାର୍ତ୍ତା ବାଣ୍ଟିବା ପାଇଁ ପଶ୍ଚିମବଙ୍ଗର କୋଲକାତାରୁ ଗତ ୧୭ ତାରିଖରୁ ବାହାରିଛନ୍ତି ତନ୍ମୟ ଦାମ । କୋଲିକତାରୁ ବାଙ୍ଗିରିପୋଷୀ,କେନ୍ଦୁଝର ଦେଇ ସୁବର୍ଣ୍ଣପୁରରେ ପହଂଚିଛନ୍ତି ତନ୍ମୟ । ସେ ବଲାଙ୍ଗୀର ଦେଇ ଛତିଶଗଡ, ଆନ୍ଧ୍ର ପ୍ରଦେଶ ସମେତ ୫ଟି ରାଜ୍ୟରେ ସଚେତନତାର ବାର୍ତ୍ତା ବାଣ୍ଟିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ‘ନେଚର ଅନ ହ୍ୱିଲ’ ନାମକ ସଂସ୍ଥା ଖୋଲି ସେ ଏଭଳି ସଚେତନତାର ବାର୍ତ୍ତା ଦେଇଚାଲିଥିବା କହିଛନ୍ତି । ଅନ୍ୟପକ୍ଷରେ ସାଇକେଲ ଚଳାଇବା ଦ୍ୱାରା ପରିବେଶ ପ୍ରଦୂଷଣମୁକ୍ତ ରହିବା ସହ ସ୍ୱାସ୍ଥ୍ୟ ଭଲ ରହିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ