Masthead

ଟପ୍ କଲେ ଶାନ୍ତିଲତା

କଣ୍ଟାମାଳ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟର ସ୍ନାତ୍ତକୋତ୍ତର ପରୀକ୍ଷା ଫଳ । ରାଜନୀତି ବିଜ୍ଞାନ ବିଭାଗରେ ୭୧.୮୦ ପ୍ରତିଶତ ନମ୍ବର ରଖି ବିଶ୍ୱବିଦ୍ୟାଳୟ ଟପର ହୋଇଛନ୍ତି ବୌଦ୍ଧ ଜିଲ୍ଲାର ଛାତ୍ରୀ ଶାନ୍ତିଲତା ସାହୁ । କଣ୍ଟାମାଳ ବ୍ଲକ ବିଲାସପୁର ପଞ୍ଚାୟତ ପଦରପଡ଼ା ଗାଁର ଅବସରପ୍ରାପ୍ତ ଶିକ୍ଷକ ସରୋଜ କୁମାର ସାହୁ ଓ ଉମାକାନ୍ତି ସାହୁଙ୍କ ଝିଅ ହେଉଛନ୍ତି ଶାନ୍ତିଲତା । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଶାନ୍ତିଲତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ