Masthead

ପୁରୀର ଇନ୍ଦ୍ରଦୁମ୍ନ ପୋଖରୀରୁ ଠାବ ହେଲା ସୁଡ଼ଙ୍ଗ ସଦୃଶ ନଳା

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀର ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରୁ ସୁଡ଼ଙ୍ଗ ଠାବ । ପୁରୀର ପଞ୍ଚତୀର୍ଥ ପୁଷ୍କରିଣୀ ମଧ୍ୟରୁ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଅନ୍ୟତମ । ଏହି ପୁଷ୍କରିଣୀରୁ ସୁଡ଼ଙ୍ଗ ସଦୃଶ ନଳା ଠାବ ହୋଇଛି। ଅନେକ ଏହାକୁ ପୁରାତନ ସୁଡ଼ଙ୍ଗ କହି ଚର୍ଚ୍ଚା କରୁଥିବା ବେଳେ ସ୍ଥାନୀୟ ବାସିନ୍ଦା ଓ ବୁଦ୍ଧିଜୀବୀ ମାନେ ଏହାକୁ କିନ୍ତୁ ନଳା ବୋଲି କହିଛନ୍ତି । ସୁଡ଼ଙ୍ଗ ସଦୃଶ ନଳାଟି ପ୍ରାୟ ୩୦ ମିଟର ପର୍ଯ୍ୟନ୍ତ ଲମ୍ବିଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା । ଠାବ ହୋଇଥିବା ସୁଡ଼ଙ୍ଗ ସଦୃଶ ନଳାର ଶେଷ ପର୍ଯ୍ୟନ୍ତ ମାଟି ବାହାର କଲେ ଅନେକ ଐତିହ୍ୟ ବିଷୟରେ ଜାଣିହେବ ବୋଲି ବୁଦ୍ଧିଜୀବୀ ମାନେ କହିଛନ୍ତି । ତେବେ ଶ୍ରୀକ୍ଷେତ୍ରରେ ବିଭିନ୍ନ ପୁଷ୍କରିଣୀର ଜଳ ନିଷ୍କାସନ ପାଇଁ ପୂର୍ବରୁ ମୂଷା ନଇକୁ ସଂଯୋଗିକରଣ ନାଳ ସବୁ କରାଯାଇଥିଲା ଓ ଏହା ସେହି ନାଳ ବୋଲି କହିଛନ୍ତି ବୁଦ୍ଧିଜୀବୀ ହରିଶଙ୍କର ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା